www.samajalive.in
Saturday, December 6, 2025
23.1 C
Bhubaneswar

ଆଜିଠାରୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :  ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ ଏବଂ ଶିଳ୍ପ ବିଭାଗର ବରିଷ୍ଠ ଅଧିକାରୀ ନୂଆଦିଲ୍ଲୀ ଯାତ୍ରା କରିବେ ବୋଲି ସୂଚନା ମିଳିଛି। ଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟକୁ କିପରି ଅଧିକ ନିବେଶ ଆସିବ, ସେ ନେଇ ନିବେଶକଙ୍କ ସହ ଆଲୋଚନା କରିବେ। ନିବେଶକ ସମ୍ମିଳନୀ ପରେ ସେ କେନ୍ଦ୍ର ମନ୍ତ୍ରିମଣ୍ଡଳର ବିଭିନ୍ନ ମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ ବୋଲି ଜଣାପଡ଼ିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories