www.samajalive.in
Monday, December 15, 2025
16.1 C
Bhubaneswar

ଜାତୀୟ ରାଜପଥ ସମୀକ୍ଷା ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତାକାଲି ସେ ପୂର୍ବାହ୍ନରେ ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରାଳୟ ଦ୍ବାରା ଆୟୋଜିତ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ଅଗଷ୍ଟ ୧୪ ତାରିଖ ପୂର୍ବାହ୍ନରେ ଭୁବନେଶ୍ୱର ଫେରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

Related Articles

Popular Categories