www.samajalive.in
Sunday, December 14, 2025
19.1 C
Bhubaneswar

ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ସଫଳ ଓ ଉଜ୍ବଳ ଭବିଷ୍ୟତ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ସମସ୍ତ ପରୀକ୍ଷାର୍ଥୀଙ୍କ ସଫଳ ଓ ଉଜ୍ବଳ ଭବିଷ୍ୟତ କାମନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ଚାପମୁକ୍ତ ହୋଇ ସକରାତ୍ମକ ମନୋଭାବର ସହ ପରୀକ୍ଷା ଦେବା ପାଇଁ ପରାମର୍ଶ ସହ  ଦୃଢ଼ ଆତ୍ମବିଶ୍ବାସର ସହ ପରୀକ୍ଷା ଦେଇ ଉତ୍ତମ ପ୍ରଦର୍ଶନ କରିବା ପାଇଁ ଉପଦେଶ ଦେଲେ ।

କହିରଖୁଛୁ ଆଜିଠୁ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଛି । ପରୀକ୍ଷା ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବ । ଆଜି ପ୍ରଥମ ଦିନରେ ଛାତ୍ରଛାତ୍ରୀ ମାତୃଭାଷା ପରୀକ୍ଷା ଦେଉଛନ୍ତି । ସାରା ରାଜ୍ୟରେ ମୋଟ ୫,୧୨,୪୩୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories