www.samajalive.in
Monday, December 15, 2025
26.1 C
Bhubaneswar

ନକଲି ଘିଅ କାରଖାନାରେ ଚଢ଼ାଉ

ସମାଜଲାଇଭ ଡେସ୍କ: ଫୁଲନଖରା ଅଞ୍ଚଳରେ ଏକ ନକଲି ଘିଅ କାରଖାନାରେ ଚଢ଼ାଉ ହୋଇଛି। ଉକ୍ତ କାରଖାନାରେ ନକଲି ଦୀପ ଘିଅ ଏବଂ ଖାଇବା ଘିଅ ପ୍ରସ୍ତୁତ ହେଉଥିବା ସୂଚନା ମିଳିବା ପରେ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଚଢ଼ାଉ କରାଯାଇଥିଲା। ଚଢ଼ାଉ ସମୟରେ ଅପମିଶ୍ରଣ ପାଇଁ ରଖାଯାଇଥିବା ବିଭିନ୍ନ ସାମଗ୍ରୀ, ଲେବୁଲ ଓ ଅନ୍ୟାନ୍ୟ ଜିନିଷକୁ ଯାଞ୍ଚ କରାଯାଇଥିଲା। ଏଠାରୁ ରାଜ୍ୟର କେଉଁ ଅଞ୍ଚଳକୁ ନକଲି ଘିଅ ପଠାଯାଉଥିଲା ସେ ନେଇ ଅଧିକାରୀମାନେ ଯାଞ୍ଚ କରୁଛନ୍ତି। ସିଏମସିର ଖାଦ୍ୟ ନିରାପତ୍ତା ଅଧିକାରୀଙ୍କ ନେତୃତ୍ଵରେ ଏକ ଟିମ୍‌ ଏହି ଚଢ଼ାଉରେ ସାମିଲ ଥିଲେ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories