www.samajalive.in
Monday, December 15, 2025
26.1 C
Bhubaneswar

ବରପୁତ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପୁଷ୍ପମାଲ୍ୟାର୍ପଣ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରାଜଧାନୀ ବିଭିନ୍ନ ସ୍ଥାନରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟା ଅର୍ପଣ କରିଛନ୍ତି। ପ୍ରଥମେ ମ୍ୟୁଜିୟମ୍‌‌ ଛକରେ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ, ଏହାପରେ ଏଜି ଛକରେ ଡ.ଭୀମରାଓ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ, ଶହୀଦ ଜୟୀ ରାଜଗୁରୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଏବଂ ୧୨୦ ବାଟାଲିୟନ ଛକସ୍ଥିତ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଦନ ସିଂହଦେଓ ଓ ପ୍ରଭାତି ପରିଡା ମଧ୍ୟ ପୁଷ୍ପ ମାଲ୍ୟାର୍ପଣ କରିଛନ୍ତି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories