www.samajalive.in
Saturday, December 6, 2025
17.1 C
Bhubaneswar

୧୭ ଓ ୨୪ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର : ଫେବୃଆରୀ ୧୭ ଏବଂ ୨୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଚାଲିଥିବାରୁ ଏହି ସୋମବାର ଗୁଡ଼ିକରେ ଭୁବନେଶ୍ବର, ୟୁନିଟ୍‌-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories