www.samajalive.in
Saturday, December 6, 2025
26.1 C
Bhubaneswar

ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଶିକ୍ଷା ପ୍ରତିଷ୍ଠାନର ମାଲିକ ଓ ସଂଯୋଜକ ଗିରଫ

ନୂଆଦିଲ୍ଲୀ : ରାଜେନ୍ଦ୍ର ନଗରରେ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଶିକ୍ଷା ପ୍ରତିଷ୍ଠାନର ମାଲିକ ଓ ସଂଯୋଜକଙ୍କୁ ଗିରଫ କରିଛି ପୁଲିସ । ଦିଲ୍ଲୀରେ ଶନିବାର ସନ୍ଧ୍ୟାରେ ହୋଇଥିବା ବର୍ଷାରେ ରାଜେନ୍ଦ୍ର ନଗର ଅଞ୍ଚଳରେ ଏକ ନାମୀ ଶିକ୍ଷା ପ୍ରତିଷ୍ଠାନର ବେସମେଣ୍ଟରେ ପାଣି ଭରିଯାଇଥିଲା । ଏହି ପାଣିରେ ବୁଡି ୟୁପିଏସସି ପାଇଁ ପ୍ରସ୍ତୁତ ହେଉଥିବା ୩ ଜଣ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ହୋଇଥିଲା । ମୃତକଙ୍କ ମଧ୍ୟରେ ଜଣେ ଛାତ୍ର ଓ ୨ ଜଣ ଛାତ୍ରୀ ଥିଲେ।  ଏହି ଅଘଟଣ ପରେ ଛାତ୍ରଛାତ୍ରୀ ନ୍ୟାୟ ପାଇଁ ରାଜରାସ୍ତାକୁ ଓହ୍ଲାଇ ଆସିଥିଲେ । ତେବେ ଏଥିରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଶିକ୍ଷା ପ୍ରତିଷ୍ଠାନର ମାଲିକ ଏବଂ ସଂଯୋଜକଙ୍କୁ ଗିରଫ କରାଯାଇଛି ।

ବାଂଲାଦେଶରେ ବିକ୍ଷୋଭକାରୀ ୩ ଛାତ୍ରନେତାଙ୍କୁ ହେପାଜତକୁ ନେଲା ପୁଲିସ

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories