www.samajalive.in
Friday, December 12, 2025
23.1 C
Bhubaneswar

ପାକ୍‌ ମାଛଧରା ବୋଟ ଜବତ, ୧୧ ଗିରଫ

ଅହମଦାବାଦ : ତଟରକ୍ଷୀ ବାହିନୀ ପକ୍ଷରୁ ବୁଧବାର ଗୁଜରାଟର ଊପକୂଳସ୍ଥ ଆରବ ସାଗରରେ ପାକିସ୍ତାନର ଗୋଟିଏ ମାଛଧରା ବୋଟ ଜବତ କରିଥିବାବେଳେ ସେଥିରେ ଯାତ୍ରା କରୁଥିବା ୧୧ ମତ୍ସ୍ୟଜୀବୀଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ମାଛ ଧରୁଥିବାବେଳେ ବେଆଇନ ଭାବେ ଭାରତର ଜଳସୀମା ମଧ୍ୟକୁ ପ୍ରବେଶ କରିଥିଲେ। ଅଧିକ ଜେରା ନିମନ୍ତେ ଗିରଫ ମତ୍ସ୍ୟଜୀବୀଙ୍କୁ ଗୁଜରାଟ ପୁଲିସକୁ ହସ୍ତାନ୍ତର କରାଯାଇଛି।

Hot this week

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

ଉମର ଖାଲିଦଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ : ଦିଲ୍ଲୀ ଦଙ୍ଗା ଘଟଣାରେ ଗିରଫ ହୋଇଥିବା ଜେଏନୟୁର ପୂର୍ବତନ...

Related Articles

Popular Categories