www.samajalive.in
Thursday, December 11, 2025
16.1 C
Bhubaneswar

ଓଠ ପାଇଁ କଫି ଗୁଣ୍ଡ

ଅନେକ ସମୟରେ ବହୁ ଲୋକଙ୍କ ଓଠ ଶୁଷ୍କ ହୋଇଥାଏ। ଏହାସହ ଓଠରେ ଏକ କଳା ରଙ୍ଗର ଆସ୍ତରଣ ରହିବା ଭଳି ମଧ୍ୟ ଅନୁଭବ ହୋଇଥାଏ। ଆପଣ ଯଦି ଏହି ସମସ୍ୟା ପାଇଁ ଚିନ୍ତିତ ତେବେ ଆପଣାନ୍ତୁ ଏଭଳି କିଛି ଉପାୟ ଯାହା ଏହି ସମ୍ୟାକୁ ୧୦ ମିନିଟରେ ଦୂର କରିବା ସହ ଓଠକୁ ଗୋଲାପି ରଙ୍ଗର ମଧ୍ୟ କରିଥାଏ…..
– ଅଧ ଚାମଚ କଫି ଗୁଣ୍ଡରେ ଅଳ୍ପ କିଛି ସର ମିଶାଇ ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏହି ପେଷ୍ଟକୁ ଓଠରେ ଲଗାଇ ୨ ରୁ ୩ ମିନିଟ ରଖନ୍ତୁ। ଏହାପରେ ହାତ ଆଙ୍ଗୁଠି ଟିପରେ ଧିରେ ଧିରେ ଏହାକୁ କାଢି ଦିଅନ୍ତୁ।
– ଏହାପରେ ମୁହଁ ଓ ଓଠକୁ ସାଧାରଣ ପାଣିରେ ଧୋଇ ଦିଅନ୍ତୁ। ପରେ ଓଠରେ ଆପଣ ନିୟମିତ ବ୍ୟବହାର କରୁଥିବା ଲିପବାମ୍‍ ଲଗାନ୍ତୁ। ଏଭଳି କରିବା ଦ୍ୱାରା ୫ ରୁ ୭ ମିନିଟ ମଧ୍ୟରେ ଶୁଷ୍କପଣ ଦୂର ସହ ଓଠର ରଙ୍ଗକୁ ଗୋଲାପି କରିଥାଏ। ସପ୍ତାହକୁ ୩ ରୁ ୪ଥର ଏହି ଉପାୟ କରନ୍ତୁ।

Hot this week

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

Related Articles

Popular Categories