www.samajalive.in
Sunday, December 7, 2025
16.1 C
Bhubaneswar

ରାଉରକେଲା ଏବଂ ଝାରସୁଗୁଡା ସବୁଠୁ ଥଣ୍ଡା ସହର

ଭୁବନେଶ୍ଵର : ପଶ୍ଚିମାଝଡ ଅପସାରଣ ପରେ ରାଜ୍ୟରେ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ବୃଦ୍ଧି ପାଇବାରେ ଲାଗିଛି। ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୨ରୁ ୩  ଡିଗ୍ରୀ ଯାଏଁ ହ୍ରାସ ପାଇବାରେ ଲାଗିଛି। ରାଉରକେଲା ଏବଂ ଝାରସୁଗୁଡା ସବୁଠୁ ଥଣ୍ଡା ସହର ପାଲଟିଛି। ସର୍ବନିମ୍ନ ୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। କେନ୍ଦୁଝରରେ ୧୧.୨ , ସମ୍ବଲପୁରରେ ୧୩.୩, ହୀରାକୁଦରେ ୧୪.୧ , ବାଲେଶ୍ଵରରେ ୧୪.୮ , ଚାନ୍ଦାବାଲିରେ ୧୭.୬ ଏବଂ ଭୁବନେଶ୍ଵରରେ ୧୮.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେପଟେ ୨୪ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ଘନ କୁହୁଡି ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories