www.samajalive.in
Friday, December 12, 2025
16.1 C
Bhubaneswar

ରୋହିଙ୍ଗ୍ୟା ଶରଣାର୍ଥୀ ସମ୍ପର୍କରେ ତଥ୍ୟ ଦେବେ ପ୍ରତି ରାଜ୍ୟ

କଲକାତା : ରୋହିଙ୍ଗ୍ୟା ଶରଣାର୍ଥୀମାନଙ୍କୁ ଠାବକରି ସେମାନଙ୍କ ବାୟୋମେଟ୍ରିକ ତଥ୍ୟ ସଂଗ୍ରହ କରିବାକୁ ପ୍ରତି ରାଜ୍ୟକୁ ନିର୍ଦେଶ ଦେଇଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ରାଜନାଥ ସିଂହ। କେନ୍ଦ୍ର ସରକାର ଏହି ରିପୋର୍ଟ ପାଇଲା ପରେ ମ୍ୟାଁମାର ସରକାରଙ୍କୁ ପ୍ରଦାନ କରିବେ ବୋଲି ରାଜନାଥ ଏଠାରେ ଅନୁଷ୍ଠିତ ପୂର୍ବାଞ୍ଚଳ ଆନ୍ତଃରାଜ୍ୟ ପରିଷଦ ବୈଠକରେ ରାଜନାଥ କହିଛନ୍ତି। ଏହି ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ରଘବର ଦାସ, ବିହାର ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦୀ, ଓଡ଼ିଶା ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା ପ୍ରମୁଖ ଯୋଗ ଦେଇଛନ୍ତି। ବୈଠକରେ ବିଶେଷ ଭାବେ ମାଓବାଦୀ ସମସ୍ୟା ଓ ସୁରକ୍ଷା ପ୍ରସଙ୍ଗରେ ଆଲୋଚନା ହୋଇଛି। ମାଓବାଦର ମୁକାବିଲା ପାଇଁ ଆବଶ୍ୟକତା ଅନୁସାରେ କେନ୍ଦ୍ର ସରକାର ରାଜ୍ୟମାନଙ୍କୁ କେନ୍ଦ୍ରୀୟ ବାହିନୀ ଯୋଗାଇ ଦେବେ ବୋଲି ରାଜନାଥ ପ୍ରତିଶ୍ରୁତି ଦେଇଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories