www.samajalive.in
Monday, December 15, 2025
14.1 C
Bhubaneswar

୪୫ଟି ଅଭିଯୋଗର ଶୁଣାଣି କଲେ ଜିଲାପାଳ

ଫୁଲବାଣୀ:  କନ୍ଧମାଳ ଜିଲା ରାଇକିଆ ବ୍ଲକ୍ କାର୍ଯ୍ୟଳୟ ଠାରେ ସୋମବାର ଜିଲାପାଳ  ଆଶିଷ ଈଶ୍ୱର ପାଟିଲ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି ।  ସମୁଦାୟ ୪୫ଗୋଟି ଅଭିଯୋଗର ଶୁଣାଣି ହୋଇଥିଲା। ସେଥି ମଧ୍ୟ ରୁ ୩୮ ଟି ବ୍ୟକ୍ତିଗତ ଏବଂ ୭ ଟି ସାମୁହିକ ଅଭିଯୋଗ ରହିଥିଲା। ବିଶେଷ କରି ପାନୀୟ ଜଳ ସମସ୍ୟା, ଭତ୍ତା, ଆବାସ ଯୋଜନା, ଖାଦ୍ୟ ସୁରକ୍ଷା କାର୍ଡ ସମ୍ପର୍କୀତ ଅଭିଯୋଗ ମଧ୍ୟ ରହିଥିଲା। ମାଣିକେଶ୍ଵର ପଂଚାୟତ ଦୁର୍ଗମ ଅଞ୍ଚଳର ରାସ୍ତା ସମସ୍ୟା  ସମ୍ପର୍କୀତ ଅଭିଯୋଗ ମଧ୍ୟ ହୋଇଥଲା । ଜିଲାପାଳଙ୍କ ସମେତ ବାଲିଗୁଡା ଉପ ଜିଲ୍ଲାପାଳ ଏମ ଏସ ମଧୁମିତା, ଜିଲ୍ଲାପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ବିଶ୍ୱ ରଂଜନ ନାୟକଏବଂ ଜିଲ୍ଲାର ବିଭିନ୍ନ ବିଭାଗ ର ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories