ହରଭଙ୍ଗା: ହରଭଙ୍ଗା ବ୍ଲକ ପୁରୁଣାକଟକ ଆଦର୍ଶ ହାଟ ନିର୍ମାଣ କାର୍ଯ୍ୟ ସୋମବାର ବୌଦ୍ଧ ଜିଲ୍ଲାପାଳ ପରିଦର୍ଶନ କରିଥିଲେ। ଏକ ମାସ ମଧ୍ୟରେ ନିର୍ମାଣ କାର୍ଯ୍ୟ ସାରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ନିର୍ମାଣ କାର୍ଯ୍ୟ ପରିଦର୍ଶନ ସମୟରେ ତାଙ୍କ ସହିତ ସ୍ଥାନୀୟ ସରପଞ୍ଚ ଅଶୋକ କୁମାର ସେଠୀ, ହରଭଙ୍ଗା ବିଡିଓ, ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।
Popular Categories



