www.samajalive.in
Wednesday, December 10, 2025
15.1 C
Bhubaneswar

ଜିଲ୍ଲାପାଳ-ଏସପି ସମ୍ମିଳନୀ: ଫିଲ୍ଡ ଭିଜିଟ କର କହିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଭୁବନେଶ୍ୱରରେ ଦୁଇ ଦିନିଆ ଜିଲ୍ଲାପାଳ ଓ ଏସପି ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଲୋକସେବା ଭବନ କନଭେନସନ ସେଣ୍ଟରରେ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି ଯେ ଉପନିବେଶ ମାନସିକତା ପରିବର୍ତ୍ତନ କର । ସରକାରୀ ଅଫିସକୁ ଆସୁଥିବା ଲୋକଙ୍କୁ ସମ୍ମାନ ଦିଅ । ଅଧିକ ଫିଲ୍ଡ ଭିଜିଟ କରି ସମୀକ୍ଷା କର, ଅଧିକ ଲୋକଙ୍କ ସହ ମିଶିବାକୁ ସେ ପରାମର୍ଶ ଦେଇଛନ୍ତି । ଏହାସହ ଗୃହ ବିଭାଗ ଭିତରେ ସମନ୍ୱୟ ଅଭାବ ଯୋଗୁଁ କାମ ବିଳମ୍ବ ହେଉଛି । ଆମ ନେତୃତ୍ୱଙ୍କ ଆଶା ରହିଛି ପ୍ରଶାସନିକ କଳ ଆହୁରି ଭଲ ହୋଇପାରିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ସବୁ କାମ ଆଉଟଷ୍ଟାଣ୍ଡିଙ୍ଗ ହେବା ଦରକାର ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories