www.samajalive.in
Monday, December 8, 2025
20.1 C
Bhubaneswar

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ ହୋଇଛି। ଛାତ୍ର ଜଣକ ଯୁକ୍ତ ଦୁଇରେ ପଢୁଥିବା ଜଣାପଡିଛି। ସମାବ୍ୟ ବଚସାକୁ ନେଇ ଆଉ ଜଣେ ଛାତ୍ର ତାଙ୍କୁ ଛୁରାମାଡ କରିଛନ୍ତି। ଗୁରୁତର ଛତ୍ରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ପିଆର୍‌ଏମ୍ ମେଡିକାଲରେ ଭର୍ତ୍ତି କରାଯାଇଛି। ଉପସ୍ଥିତ ଥିବା ଛାତ୍ରମାନେ ଛୁରାମାଡ କରିଥିବା ଅଭିଯୁକ୍ତ ଛାତ୍ରକୁ କୁଳିଅଣା ପୁଲିସର ଜିମା ଦେଇଛନ୍ତି।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories