www.samajalive.in
Thursday, December 11, 2025
15.1 C
Bhubaneswar

ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରୀକ୍ଷାରେ ବୌଦ୍ଧ ମଡେଲ ଡିଗ୍ରୀ କଲେଜ ଛାତ୍ରଛାତ୍ରୀଙ୍କ କୃତୀତ୍ୱ

ବୌଦ୍ଧ  : ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରୀକ୍ଷାରେ ବୌଦ୍ଧ ମଡେଲ ଡିଗ୍ରୀ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ମିଳିଥିବା ସୂଚନା ମୁତାବକ ମାନବତତ୍ୱ ସମ୍ମାନ ପରୀକ୍ଷାରେ ଶ୍ରେଷ୍ଠ ୧୦ଜଣଙ୍କ ମଧ୍ୟରେ ବୌଦ୍ଧ ମଡେଲ ଡିଗ୍ରୀ ମହାବିଦ୍ୟାଳୟର ଦୁଇଜଣ ଛାତ୍ରୀ ସ୍ନେହଲତା ମେହେର(ଦ୍ୱିତିୟ) ଓ ଅର୍ଚ୍ଚନା ସାହୁ (ତୃତୀୟ) ସ୍ଥାନ ଅଧିକାର କରିଛନ୍ତି। ସେହିପରି ସମାଜ ବିଜ୍ଞାନ ସମ୍ମାନରେ ୫ ଜଣ ଛାତ୍ରଛାତ୍ରୀ ମିନତୀ ଦ୍ୱାରୀ(ପଞ୍ଚମ),ଟ୍ୱିଙ୍କିଲ ସାହୁ(ଷଷ୍ଠ),ବବିତା ବେହେରା(ସପ୍ତମ),ସବ୍ୟସାଚୀ ପ୍ରଧାନ(ଅଷ୍ଟମ) ଓ ବିଭୁଦତ୍ତ ଦେହୁରୀ(ନବମ) ସ୍ଥାନ ଗ୍ରହଣ କରି ମହାବିଦ୍ୟାଳୟ ପାଇଁ ସଫଳତା ଆଣିଦେଇଛନ୍ତି। ଏହି ସଫଳତା ପାଇଁ ମହାବିଦ୍ୟାଳୟର ଅଧ୍ୟକ୍ଷ ,ଅଧ୍ୟାପକ ଓ ଅଧ୍ୟାପିକାଙ୍କ ଶିକ୍ଷାଦାନରେ ନିଷ୍ଠା ସହିତ ଛାତ୍ରଛାତ୍ରୀଙ୍କ ଉଦ୍ୟମ ବୋଲି ସେମାନେ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories