www.samajalive.in
Sunday, December 7, 2025
15.1 C
Bhubaneswar

ପହିଲାରୁ ଖୋଲିବ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ ଆସନ୍ତା ପହିଲାରୁ ଖୋଲିବ। ଏନେଇ ବିଭାଗୀୟ ସଚିବ ଚିଠି ଲେଖି ଶିକ୍ଷାନୁଷ୍ଠାନ ମୁଖ୍ୟଙ୍କୁ ଅବଗତ କରିଛନ୍ତି। ସରକାରୀ ବିଶ୍ବବିଦ୍ୟାଳୟ, ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଡିଗ୍ରୀ ମହାବିଦ୍ୟାଳୟ ଜୁନ୍‌ ପହିଲାରୁ ଖୋଲିବ। ମେ’ ୩୧ରେ ଗ୍ରୀଷ୍ମ ଛୁଟି ସରିବା ପରେ କୁଳପତି ଓ ମହାବିଦ୍ୟାଳୟ ଅଧ୍ୟକ୍ଷ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବେ। ବିଭାଗ ପକ୍ଷରୁ ଗତ ଏପ୍ରିଲ ୧୬ ଏବଂ ୨୬ରେ ଦିଆଯାଇଥିବା ଚିଠି ଆଧାରରେ ନିର୍ଦେଶାବଳୀ ପାଳନ କରିବାକୁ କୁହାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories