www.samajalive.in
Saturday, December 6, 2025
23.1 C
Bhubaneswar

ମହିଳାଙ୍କୁ ପ୍ରତାରଣା, କଲେଜ ଅଧ୍ୟକ୍ଷ ଗିରଫ

ସମାଜ ଡିଜିଟାଲ ଡେସ୍କ: ମହିଳାଙ୍କୁ ପ୍ରତାରଣା କରିବା ଅଭିଯୋଗରେ ପୁଲିସ ଜଣେ କଲେଜ ଅଧ୍ୟକ୍ଷଙ୍କୁ ଗିରଫ କରିଛି। ଅଭିଯୁକ୍ତ କଲେଜ ଅଧ୍ୟକ୍ଷ ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳର ବୋଲି ଜଣାପଡ଼ିଛି। ଜଣେ ମହିଳାଙ୍କ ସହିତ ଅଧ୍ୟକ୍ଷଙ୍କର ପ୍ରେମ ସମ୍ପର୍କ ରହିଥିଲା। ବିବାହ ପ୍ରଲୋଭନ ଦେଖାଇ ସେ ମହିଳାଙ୍କ ସହିତ ଶାରିରୀକ ସମ୍ପର୍କ ରଖିଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ବିବାହ ନ କରିବାରୁ ମହିଳା ଜଣକ ଏ ସମ୍ପର୍କରେ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୁଲିସ ମାମଲା ରୁଜୁ କରି ଅଭିଯୁକ୍ତ କଲେଜ ଅଧ୍ୟକ୍ଷଙ୍କୁ ଗିରଫ କରିଛି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories