www.samajalive.in
Sunday, December 7, 2025
26.1 C
Bhubaneswar

ହୃଦ୍‌ଘାତର ଶିକାର ହେଲେ ହାସ୍ୟାଭିନେତା ରାଜୁ ଶ୍ରୀବାସ୍ତବ

ନୂଆଦିଲ୍ଲୀ: ହାସ୍ୟାଭିନେତା ତଥା ବିଜେପି ନେତା ରାଜୁ ଶ୍ରୀବାସ୍ତବ ବୁଧବାର ହୃଦ୍‌ଘାତର ଶିକାର ହୋଇଛନ୍ତି। ଜିମ୍‌ରେ ବ୍ୟାୟାମ କରୁଥିବା ସମୟରେ ହଠାତ୍‌ ସେ ଚେତାଶୂନ୍ୟ ହୋଇ ପଡ଼ି ଯାଇଥିଲେ। ଏହାପରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ତାଙ୍କ ଭାଇ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ସେ ହୃଦଘାତର ଶିକାର ହୋଇଛନ୍ତି।

ରାଜୁ ଶ୍ରୀବାସ୍ତବ ଜଣେ ବିଜେପି ନେତା ତଥା ଉତ୍ତରପ୍ରଦେଶ ଚଳଚ୍ଚିତ୍ର ବିକାଶ ପରିଷଦର ଅଧ୍ୟକ୍ଷ। ନୋଏଡାଠାରେ ଏକ ଫିଲ୍ମ ସିଟି ପ୍ରତିଷ୍ଠା କରିବାରେ ସେ ଉତ୍ତରପ୍ରଦେଶ ସରକାରଙ୍କ ତରଫରୁ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି।

- Advertisement -

 

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories