www.samajalive.in
Sunday, December 7, 2025
14.1 C
Bhubaneswar

ବଢିଲା କମର୍ସିଆଲ ଗ୍ୟାସ୍ ଦର

ନୂଆଦିଲ୍ଲୀ: ମାସ ଆରମ୍ଭରୁ ଗ୍ରାହକଙ୍କୁ ଝଟକା । ଦେଶରେ ବଢିଲା କମର୍ସିଆଲ ଗ୍ୟାସ୍ ଦର। ୩୯ ଟଙ୍କା ମହଙ୍ଗା ହୋଇଛି କମର୍ସିଆଲ ଗ୍ୟାସ୍ ଦାମ୍। ନୂଆ ଦର ଲାଗୁ ହେବା ପରେ ଦିଲ୍ଲୀରେ ୧୯ କେଜି ସିଲିଣ୍ଡର ଦାମ୍ ୧୬୯୧.୫୦ ଟଙ୍କା ହୋଇଛି। ସେହିପରି ମୁମ୍ବାଇରେ ଦର ୧୬୪୪ ଟଙ୍କା ହୋଇଥିବାବେଳେ କୋଲକାତାରେ ୧୮୦୨. ୫୦ ଟଙ୍କା ହୋଇଛି। ଗତ ମାସରେ ମଧ୍ୟରେ କମର୍ସିଆଲ ଗ୍ୟାସ୍ ଦର ବୃଦ୍ଧି ହୋଇଥିଲା। ଘରୋଇ ଏଲପିଜି ଗ୍ୟାସ୍ ଦର ଅପରିବର୍ତ୍ତିତ ରହିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories