www.samajalive.in
Saturday, December 6, 2025
26.1 C
Bhubaneswar

ବଢିଲା କମର୍ସିଆଲ ଏଲପିଜି ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ: ଦେଶରେ ୧୯ କେଜି କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର ମହଙ୍ଗା ହୋଇଛି । ଦିଲ୍ଲୀରେ ୨୫ଟଙ୍କା ବୃଦ୍ଧି ହୋଇ ଗ୍ୟାସ ସିଲିଣ୍ଡର ୧୭୯୫ଟଙ୍କାରେ ପହଂଚିଛି। ସେହିପରି ମୁମ୍ବାଇରେ ୨୬ଟଙ୍କା ବୃଦ୍ଧି ହୋଇ ୧୭୪୯ ଟଙ୍କାରେ ପହଂଚିଛି। ଚେନ୍ନାଇରେ ସିଲିଣ୍ଡର ଦର ୧୯୭୦.୬୦ଟଙ୍କା ହୋଇଥିବା ବେଳେ କୋଲକାତାରେ ୧୯୧୧ଟଙ୍କା ହୋଇଛି। ଅଏଲ ମାର୍କେଟିଂ କମ୍ପାନୀ ଗୁଡିକ ପକ୍ଷରୁ ଏହି ମୂଲ୍ୟ ବୃଦ୍ଧି କରାଯାଇଛି। ଘରୋଇ ଏଲପିଜି ସିଲିଣ୍ଡର ଦର ଅପରିବର୍ତ୍ତିତ ରହିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories