www.samajalive.in
Sunday, December 14, 2025
26.1 C
Bhubaneswar

କମିଲା ବ୍ୟବସାୟିକ ଏଲ୍‌ପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ : ଦେଶରେ କମର୍ସିଆଲ ଏଲପିଜି ସିଲିଣ୍ଡର ଦାମ୍ ହ୍ରାସ ପାଇଛି । ୧୯ କିଗ୍ରା  ବ୍ୟବସାୟିକ ଏଲ୍‌ପିଜି ସିଲିଣ୍ଡର ଦର ୧୭୧ ଟଙ୍କା ୫୦ ପଇସା ହ୍ରାସ ପାଇଛି । ତୈଳ ବିପଣନ କମ୍ପାନୀମାନେ ଦର ସଂଶୋଧନ କରିଥିବାରୁ ଏହି ଦର ହ୍ରାସ ପାଇଛି । ଫଳରେ ଦିଲ୍ଲୀରେ ୧୯ କିଲୋଗ୍ରାମ୍‌ ଓଜନର ଏଲ୍‌ପିଜି ସିଲିଣ୍ଡର ୧,୮୫୬ ଟଙ୍କା ୫୦ ପଇସାରେ ମିଳିବ।

ଆଇଓସିଏଲ ସୂଚନା ଅନୁସାରେ, ମୁମ୍ବଇରେ ୧୯ କିଲୋଗ୍ରାମ୍‌ ଓଜନର କମର୍ସିଆଲ ଏଲ୍‌ପିଜି ସିଲିଣ୍ଡର୍‌  ୧,୮୦୮. ୫୦ ଟଙ୍କା କଲକାତାରେ ୧,୯୬୦. ୫୦ ଟଙ୍କା ଓ ଚେନ୍ନଇରେ ୨,୦୨୧.୫୦ଟଙ୍କାରେ ମିଳିବ। ତେବେ ଘରୋଇ ଏଲ୍‌ପିଜି ସିଲିଣ୍ଡର ଦର ଅପରିବର୍ତ୍ତିତ ରହିଛି।

Hot this week

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

Related Articles

Popular Categories