www.samajalive.in
Saturday, December 6, 2025
14.1 C
Bhubaneswar

ଦୁର୍ଗାପୂଜା ଭସାଣରେ ଡିଜେ ମନା : ପାରମ୍ପରିକ ବାଜାରେ ମାଆଙ୍କୁ ମେଲାଣି

ଭୁବନେଶ୍ଵର : ଆଉ ଦିନ କେଇଟା ପରେ ଶାରଦୀୟ ଦୁର୍ଗାପୂଜା। ଏ ନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଜୋରଦାର ଚାଲିଛି। ଆଜି ପୁଲିସ୍‌ ସେବା ଭବନଠାରେ କମିସନରେଟ ପୁଲିସ୍ ପକ୍ଷରୁ ଶାରଦୀୟ ଦୁର୍ଗାପୂଜା, ରାବଣ ପୋଡି ଓ ଭସାଣି ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।  ଏଥର ଦୁର୍ଗା ପୂଜା ଭସାଣରେ ଡିଜେ, ଲେଜର ଲାଇଟ୍ ଏବଂ ବାଣ ଫୁଟାଇବା ବାରଣ କରାଯାଇଛି। କେବଳ ପାରମ୍ପରିକ ବାଜାରେ ମାଙ୍କ ଭସାଣ କରାଯିବ। ଆଜି କମିଶନ ପୁଲିସ୍ ପକ୍ଷରୁ ଅନୁଷ୍ଠିତ ହୋଇଥିବା ବୈଠକରେ ଏଭଳି ନିଷ୍ପତ୍ତି ହୋଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories