www.samajalive.in
Saturday, December 6, 2025
26.1 C
Bhubaneswar

ନିର୍ବାଚନ ପୂର୍ବରୁ ପୁଲିସ ପଞ୍ଝାରେ କୁଖ୍ୟାତ ଅପରାଧି

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପୂର୍ବରୁ ସ୍ପେଶାଲ କ୍ରାଇମ ୟୁନିଟ ପଞ୍ଝାରେ କୁଖ୍ୟାତ ଅପରାଧି । ୨ ଅଭିଯୁକ୍ତଙ୍କୁ କମିଶନରେଟ ପୁଲିସ ଗିରଫ କରିଛି । ଅପରାଧ ଘଟାଇବା ପୂର୍ବରୁ ସେମାନଙ୍କ ଠାରୁ ୫ବନ୍ଧୁକ ସହ ମାଗାନିଜ ଓ ଗୁଳି ଜବତ କରିଛି ପୁଲିସ । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୁଲିସ କମିଶନର ସଞ୍ଜିବ ପଣ୍ଡା । ୨ ଅଭିଯୁକ୍ତ ହେଲେ ଖଣ୍ଡଗିରିର ସୂରଜ ପରିଡା ଓ ସୋର ଅଂଚଳର ତପୋଧର ନାୟକ । ଉଭୟଙ୍କୁ ରିମାଣ୍ଡରେ ଆଣି ତଥ୍ୟ ସଂଗ୍ରହ କରାଯିବ ବୋଲି ପୁଲିସ କମିଶନର ସୂଚନା ଦେଇଛନ୍ତି ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories