www.samajalive.in
Sunday, December 7, 2025
23.1 C
Bhubaneswar

କଟକରେ ଗାଡ଼ି ଯାଞ୍ଚ ପ୍ରକ୍ରିୟା ଆରମ୍ଭ, ବିକଟାଳ ହର୍ଣ୍ଣ ସହ ବ୍ଲାକ କାଚ ଉପରେ ନଜର

କଟକ: ଆଜି କଟକ ସହରରେ କମିଶନରେଟ ଟ୍ରାଫିକ ପୁଲିସ ପକ୍ଷରୁ ଗାଡ଼ି ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରାଯାଇଛି। କମିଶନରେଟ ଟ୍ରାଫିକ ପୁଲିସ ପକ୍ଷରୁ କଟକ ଓଏମପି ଛକରେ ସବୁ ଭାରିଯାନକୁ ଅଟକାଇ ଯାଞ୍ଚ କରାଯାଉଛି। ଏହା ସହିତ ବିକଟାଳ ହର୍ଣ୍ଣ ସହ ବ୍ଲାକ କାଚ ଆଦି ଗାଡ଼ି ଉପରେ ପୁଲିସ କଡ଼ା ନଜର ରଖିଛି। ବାଇକ, କାର, ଟ୍ରକ, ବସ ଅନ୍ୟାନ୍ୟ ଗାଡ଼ିଗୁଡ଼ିକୁ ଅଟକାଇ ସେଗୁଡ଼ିକର କାଗଜାତ ଯାଞ୍ଚ କରୁଛି। ଏହାସହିତ କେଉଁ ଗାଡ଼ିରେ ବିକଟାଳ ହର୍ଣ୍ଣ ଏବଂ ବ୍ଲାକ କାଚ ଲାଗିଛି ତାହା ମଧ୍ୟ ପୁଲିସ ଯାଞ୍ଚ କରୁଥିବା ସୂଚନା ମିଳିଛି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories