www.samajalive.in
Sunday, December 7, 2025
16.1 C
Bhubaneswar

ଭୁଲ୍ ରକ୍ତ ପାଇଁ ମହିଳାଙ୍କ ମୃତ୍ୟୁ ଘଟଣା; ମୃତକଙ୍କ ସ୍ବାମୀଙ୍କୁ ୩ ଲକ୍ଷ କ୍ଷତିପୂରଣ ଦେବାକୁ ନିର୍ଦେଶ

ଭୁବନେଶ୍ୱର: ଭୁଲ୍ ରକ୍ତ ପାଇଁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଘଟଣାରେ କ୍ଷତିପୂରଣ ଦେବା ପାଇଁ ମାନଧିକାର କମିଶନ ନିର୍ଦେଶ ଦେଇଛନ୍ତି। ମୃତ ମହିଳାଙ୍କୁ ସ୍ବାମୀଙ୍କୁ ୩ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦେଶ ହୋଇଛି। ଦୁଇ ମାସ ମଧ୍ୟରେ କ୍ଷତିପୂରଣ ଦେବାକୁ ସ୍ବାସ୍ଥ୍ୟ ସଚିବଙ୍କୁ କମିଶନ ନିର୍ଦେଶ ଦେଇଛନ୍ତି।

ସୂଚନଯୋଗ୍ୟ, ୨୦୧୬ ମସିହାରେ କେନ୍ଦୁଝର ସଦର ହସ୍ପିଟାଲରେ ରୋଗୀଙ୍କ ମୃତ୍ୟୁ ଘଟିଥିଲା। ଭୁଲ୍ ରକ୍ତ ନେଇ ସୁକାନ୍ତି ନାୟକ ନାମକ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାକୁ ନେଇ ରାଜ୍ୟ ମାନବାଧିକାର କିଶନ ନିଜ ପକ୍ଷରୁ ମାମଲା ରୁଜୁ କରିଥିଲେ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories