www.samajalive.in
Sunday, December 7, 2025
14.1 C
Bhubaneswar

ତିନି ପୁଲିସ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: କ୍ଷମତାର ଦୁରୂପଯୋଗ କରୁଥିବା ଅଭିଯୋଗରେ ୩ ଜଣ ପୁଲିସ ଅଧିକାରୀଙ୍କୁ ରାଜ୍ୟସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ସେମାନେ ହେଲେ ଏଏସଆଇ ବୀରବର ଲେଙ୍କା, କିଶୋର ବାଗ ଏବଂ ସବ୍ଇନ୍ସପେକ୍ଟର ବନମାଳୀ ନାୟକ। ଓଡିଶା ସର୍ଭିସ କୋଡ୍, ରୁଲ୍-୭୧ ଅନୁସାରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏନେଇ ଟ୍ବୁଟ୍ କରାଯାଇ ଓଡିଶା ଡିଜିପିଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ସବ୍ଇନ୍ସପେକ୍ଟର ବନମାଳୀ ନାୟକ ପୁରୀ ଓ ଖୋର୍ଦ୍ଧାରେ କାର୍ଯ୍ୟରତ ଥିବା ବେଳେ ଲାଞ୍ଚ ନେବା ଅଭିଯୋଗରେ ତାଙ୍କ ନାମରେ ଦୁଇଟି ଅଭିଯୋଗ ରହିଛି। ଏମିତିକି ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡି ଗିରଫ ହୋଇଥିଲେ। ବନମାଳୀଙ୍କ କାର୍ଯ୍ୟକାଳ ଆହୁରି ୪ ବର୍ଷ ଥିଲା।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories