www.samajalive.in
Monday, December 8, 2025
14.1 C
Bhubaneswar

ବିଶିଷ୍ଟ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଶୋକ

ଭୁବନେଶ୍ୱର: ବିଶିଷ୍ଟ ସାମ୍ବାଦିକ, ସ୍ତମ୍ବକାର ତଥା ଲେଖକ ବସନ୍ତ ଦାସଙ୍କ ବିୟୋଗରେ ଇସ୍ପାତ ଓ ଖଣି, ପୂର୍ତ୍ତ ମନ୍ତ୍ରୀ  ପ୍ରଫୁଲ୍ଲ କୁମାର ମଲ୍ଲିକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି I ମନ୍ତ୍ରୀ ଶ୍ରୀ ମଲ୍ଲିକ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି ଯେ ବସନ୍ତ ଦାସଙ୍କ ବିୟୋଗ ସମଗ୍ର ସାମ୍ବାଦିକତା ତଥା ସାହିତ୍ୟ ଜଗତ ପାଇଁ ଏକ ବିରାଟ ଶୂନ୍ୟ ସ୍ଥାନ ସୃଷ୍ଟି କରିବ I ସମାଜକୁ ଦିଗଦର୍ଶନ ଦେବା ଭଳି ତାଙ୍କ ସୃଜନାତ୍ମକ ଲେଖା ଅନେକ ପ୍ରଶଂସା ସାଉଁଟିଥିଲା ବୋଲି ମନ୍ତ୍ରୀ ଶ୍ରୀ ମଲ୍ଲିକ କହିଛନ୍ତି I ଏଥି ସହ ମନ୍ତ୍ରୀ ଶ୍ରୀ ମଲ୍ଲିକ ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗ ଓ ଆତ୍ମୀୟ ସ୍ୱଜନଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି I

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories