www.samajalive.in
Thursday, December 11, 2025
23.1 C
Bhubaneswar

ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଟ୍ଟଗୋଳ

ଭୁବନେଶ୍ଵର: ସୋମବାର ବିଧାନସଭା ଆରମ୍ଭରୁ ଗୃହରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ଫଳରେ ବାଚସ୍ପତି ଦିନ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ। ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ କଂଗ୍ରେସ ବିଧାୟକମାନେ କୃଷି ଓ କୃଷକଙ୍କ ସମସ୍ୟାକୁ ନେଇ ଆଲୋଚନା ପାଇଁ ଦାବି କରିବା ସହ ହଟ୍ଟଗୋଳ ଆରମ୍ଭ କରିଥିଲେ। ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ସମେତ ଅନ୍ୟ କଂଗ୍ରେସ ବିଧାୟକମାନେ ବାଚସ୍ପତିଙ୍କ ପୋଡ଼ିୟମ ନିକଟକୁ ଯାଇ ହୋହଲ୍ଲା କରିବା ସହିତ ବାଚସ୍ପତିଙ୍କ ରୁଲିଂ ଦାବି କରିଥିଲେ। ଫଳରେ ବାଚସ୍ପତି ଗୃହକୁ ମୁଲତବୀ ଘୋଷଣା କରିଥିଲେ।

Hot this week

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

Related Articles

Popular Categories