www.samajalive.in
Sunday, December 14, 2025
26.1 C
Bhubaneswar

ପିପିଲି ଉପନିର୍ବାଚନ : ପ୍ରକାଶ ପାଇଲା କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ବର :  ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ବିଜେପି, ବିଜେଡି ପରେ କଂଗ୍ରେସ ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ଦଳ ପକ୍ଷରୁ ପ୍ରକାଶିତ ଏହି ତାଲିକାରେ ଓଡ଼ିଶା ପ୍ରଭାରୀ ଚେଲ୍ଲାକୁମାର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ରୁଦ୍ର ରାଜୁ, ବିଧାୟକ ଦଳ ନେତା ନରସିଂହ ମିଶ୍ର, ଚିରଞ୍ଜୀବ ବିଶ୍ବାଳ, ପିସିସି କାର୍ୟ୍ୟକାରୀ ସଭାପତି ପ୍ରଦୀପ ମାଝୀଙ୍କୁ ସାମିଲ କରାଯାଇଛି।
ସେହିପରି ଏହି ଷ୍ଟାର ପ୍ରଚାରକ ତାଲିକାରେ ବିପିନ ଦାସ, ରାମଚନ୍ଦ୍ର ଖୁଣ୍ଟିଆ, ଜୟଦେବ ଜେନା, ଶରତ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ସପ୍ତଗିରି ଉଲାକା, ସୁରେଶ କୁମାର ରାଉତରାୟ, ସନ୍ତୋଷ ସିଂ ସାଲୁଜା, ମହମ୍ମଦ ମୋକିମ, ଅଧିରାଜ ମୋହନ ପାଣିଗ୍ରାହୀ,ବିଜୟଲକ୍ଷୀ ସାହୁ, ଗଣେଶ୍ବର ବେହେରା, ବନ୍ଦିତା ପରିଡ଼ା, ସତ୍ୟପ୍ରକାଶ ନାୟକ ସ୍ଥାନ ପାଇଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories