www.samajalive.in
Sunday, December 7, 2025
16.1 C
Bhubaneswar

ଚମତ୍କାର ପ୍ରଦର୍ଶନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ : ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚମତ୍କାର ପ୍ରଦର୍ଶନ ଓ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ଦଳକୁ ଶୁଭେଚ୍ଛା ଓ  ଅଭିନନ୍ଦନ ଜଣାଇଛନ୍ତି ।

ସାମଜିକ ଗଣ ମାଧ୍ୟମରେ ପୋଷ୍ଟ କରି ପ୍ରଧାନମନ୍ତ୍ରୀ କହିଛନ୍ତି ‘ ଆମର କ୍ରିକେଟ୍ ଦଳ ପୁଣି ଥରେ ବିଜୟୀ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚମତ୍କାର ପ୍ରଦର୍ଶନ ପାଇଁ ଦଳକୁ ଅଭିନନ୍ଦନ। ଏହା ହେଉଛି ଏକ ଉତ୍ତମ ଦଳଗତ କାର୍ଯ୍ୟ।

- Advertisement -

ଆଜି ଏକ ସୁନ୍ଦର ଇନିଂସ ଖେଳିଥିବା ବିରାଟ କୋହଲିଙ୍କୁ ସେମାନେ ଏକ ମହାନ ଜନ୍ମଦିନ ଉପହାର ମଧ୍ୟ ଦେଇଛନ୍ତି।’

 

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories