www.samajalive.in
Thursday, December 11, 2025
16.1 C
Bhubaneswar

ଚମତ୍କାର ବିଜୟ ପାଇଁ ଟିମ୍ ଇଣ୍ଡିଆକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ : ଆଇସିସି ବିଶ୍ବକପ୍ କ୍ରିକେଟରେ ଶ୍ରୀଲଙ୍କା ବିପକ୍ଷରେ ଭାରତର ଚମତ୍କାର ବିଜୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି।

ସାମାଜିକ ଗଣମାଧ୍ୟମରେ ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି, ‘ଶ୍ରୀଲଙ୍କା ବିପକ୍ଷରେ ଏକ ଜବରଦସ୍ତ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀଲଙ୍କା ବିପକ୍ଷରେ ବିଜୟ ଏକ ଦଳଗତ କାର୍ଯ୍ୟ ଏବଂ ଦୃଢତାର ସହ ପ୍ରଦର୍ଶନ ଥିଲା’ ବୋଲି ଶ୍ରୀ ମୋଦୀ କହିଛନ୍ତି।

- Advertisement -

ବିଶ୍ୱକପ୍‌ରେ ଟିମ୍ ଇଣ୍ଡିଆ ଅପରାଜେୟ ଓ ତାକୁ ଅଟକାଇବା ସହଜ ନୁହେଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories