www.samajalive.in
Sunday, December 7, 2025
23.1 C
Bhubaneswar

କଂଗ୍ରେସ ପକ୍ଷରୁ ୫ଘଣ୍ଟିଆ ଜୟପୁର ବନ୍ଦ ପାଳନ

ଜୟପୁର : ଜୟପୁରରେ କଂଗ୍ରେସ ପକ୍ଷରୁ ୫ଘଣ୍ଟିଅା ବନ୍ଦ ପାଳନ କରାଯାଇଥିବା ଜଣାପଡିଛି। ମଣ୍ଡିର ଅବ୍ୟବସ୍ଥାକୁ ନେଇ କଂଗ୍ରେସ ପକ୍ଷରୁ ଏହି ବନ୍ଦ ପାଳନ କରାଯାଇଛି। ବିଧାୟକ ତାରା ବାହିନୀପତିଙ୍କ ନେତୃତ୍ଵରେ ରାସ୍ତାରୋକ କରାଯାଇଥିବା ଜଣାପଡିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories