www.samajalive.in
Friday, December 12, 2025
15.1 C
Bhubaneswar

କୃଷକ ସଙ୍ଗଠନର ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ

ଭୁବନେଶ୍ବର : ନବ ନିର୍ମାଣ କୃଷକ ସଙ୍ଗଠନର ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ କରିଛି। ସଙ୍ଗଠନକୁ କଂଗ୍ରେସ ସମର୍ଥନ କରିଥିବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଜଣାଇଛନ୍ତି। ଫେବୃଆରୀ ୨୧ ତାରିଖରେ ପ୍ରାଇସ, ପ୍ରେଷ୍ଟିଜ ଓ ପେନସନ ଦାବିରେ ନବ ନିର୍ମାଣ କୃଷକ ସଙ୍ଗଠନ ଓଡିଶା ବନ୍ଦ ଡାକରା ଦେଇଛି। ସୋମବାର ଦିନ କୃଷକ ସଙ୍ଗଠନକୁ ବିଜେପି ସମର୍ଥନ ଜଣାଇଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories