www.samajalive.in
Saturday, December 6, 2025
14.1 C
Bhubaneswar

ଦୁଇଟି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ; ନିମାପଡ଼ାରୁ ଦିଲୀପ ନାୟକ, ବଡ଼ଚଣାରୁ ଲଢ଼ିବେ ଅଜୟ ସାମଲ

ଭୁବନେଶ୍ବର : କଂଗ୍ରେସ ଦୁଇଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ବଦଳାଇଛି। ବଡଚଣା ଓ ନିମାପଡା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ବଦଳାଇଥିବା ଜଣାପଡିଛି। ବଡଚଣାରୁ ଅଜୟ ସାମଲଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ନିମାପଡାରୁ ଦିଲୀପ ନାୟକଙ୍କୁ ପ୍ରାର୍ଥୀ କରାଯାଇଛି। ପୂର୍ବରୁ ବଡଚଣାରୁ ସୀତାକାନ୍ତ ମହାପାତ୍ର ଓ ନିମାପଡାରୁ ସତ୍ୟବ୍ରତ ପାତ୍ରଙ୍କୁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଥିଲା। କିନ୍ତୁ ସେମାନେ ଗତ ସୋମବାର ଦିନ ଟିକେଟ ଫେରାଇ ଦେଇଥିଲେ। ତେବେ ମଙ୍ଗଳବାର ନାମାଙ୍କନ ଦାଖଲର ଶେଷ ଦିନ ହୋଇଥିବାରୁ କଂଗ୍ରେସର ପ୍ରାର୍ଥୀ ବଦଳକୁ ନେଇ ଚର୍ଚ୍ଚା ଜୋର ଧରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories