www.samajalive.in
Sunday, December 7, 2025
18.1 C
Bhubaneswar

୬ରୁ କଂଗ୍ରେସର ସଭ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ୱର : ରାଜ୍ୟ ପ୍ରଦେଶ କଂଗ୍ରେସ ପକ୍ଷରୁ ସପ୍ଟେମ୍ୱର ୬ରୁ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହେବ।  ଏନେଇ ବରିଷ୍ଠ କଂଗ୍ରେସ ନେତା ତଥା ବିଧାୟକ ସୁରେଶ କୁମାର ରାଉତରାୟ ସୂଚନା ଦେଇଛନ୍ତି । ରାଜ୍ୟରେ ୫୦ରୁ ୬୦ ହଜାର ସଭ୍ୟ ସଂଗ୍ରହ କରିବା ପାଇଁ କଂଗ୍ରେସ ଲକ୍ଷ୍ୟ ରଖିଛି ବୋଲି ସେ କହିଛନ୍ତି।

 ବିଜେଡ଼ି ଆରମ୍ଭ କରିବାକୁ ଯାଉଥିବା ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମକୁ କଂଗ୍ରେସ ସମାଲୋଚନା କରିଛି । ରାସନ କାର୍ଡ଼ ସହ ଆଧାର ଲିଙ୍କ କରାଇବା ନାଁରେ ବିଜେଡ଼ି ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟାକରୁଛି ବୋଲି  ଶ୍ରୀ ରାଉତରାୟ ଅଭିଯୋଗ କରିଛନ୍ତି  ।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories