www.samajalive.in
Friday, December 12, 2025
27.1 C
Bhubaneswar

ନାବାଳକ ହତ୍ୟା ଘଟଣାରେ ତଥ୍ୟ ଅନୁଧ୍ୟାନ କମିଟି ଗଠନ କଲା କଂଗ୍ରେସ

ଭୁବନେଶ୍ୱର : ମାଲାକାନଗିରୀ ଜିଲ୍ଲାର କେନ୍ଦୁଗୁଡ଼ା ଗ୍ରାମରେ ଗତ ୪ ତାରିଖରେ ହୋଇଥିବା ନାବାଳକ ହତ୍ୟା ଘଟଣାର ତଥ୍ୟ ଅନୁଧ୍ୟାନ କରିବା ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାକ ଏକ ତଥ୍ୟ ଅନୁଧ୍ୟାନ କମିଟି ଗଠନ କରିଛନ୍ତି। ଏହି କମିଟିରେ ମାଲାକାନଗିରୀ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ଗୋବିନ୍ଦ ପାତ୍ର ଅଧ୍ୟକ୍ଷ ରହିଥିବା ବେଳେ ସର୍ବଶ୍ରୀ ରାମପ୍ରସାଦ ପଟ୍ଟନାୟକ, ମାଲା ମାଢ଼ୀ, ଲକ୍ଷ୍ମୀପ୍ରିୟା ନାଏକ, ଭୀମ ବାର୍ସେ, ଇର୍ମା ପୋଡ଼ିଆମି, ଜି. ଶ୍ରୀନିବାସ ରାଓ, କମଳା ବରାଳ, ଦଶରଥ ପୋଡ଼ିଆମି ଓ ମାଲକାନଗିରୀ ବ୍ଲକ ଉପାଧ୍ୟକ୍ଷା ବେଲାନ୍ତି ଗୋପାଳ ପ୍ରମୁଖ ସଭ୍ୟ ଭାବରେ ରହିଛନ୍ତି। ଏହି କମିଟି ଆସନ୍ତା ୧୪ ତାରିଖ ରବିବାର ଦିନ ଘଟଣାସ୍ଥଳ ଗସ୍ତକରି ତଥ୍ୟ ଅନୁଧ୍ୟାନ କରିବେ ଓ ୭ ଦିନ ମଧ୍ୟରେ ଏକ ରିପୋର୍ଟ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଦାଖଲ କରିବେ ବୋଲି ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

Related Articles

Popular Categories