www.samajalive.in
Sunday, December 7, 2025
18.1 C
Bhubaneswar

ପ୍ରଦେଶ କଂଗ୍ରେସ ପକ୍ଷରୁ ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର :  ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଶନିବାର ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ୯୨ତମ ଶ୍ରାଦ୍ଧ ଦିବସ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ନେତୃବୃନ୍ଦ ଗୋପବନ୍ଧୁ ଛକ ସ୍ଥିତ ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ ପିସିସି ପକ୍ଷରୁ  କଂଗ୍ରେସ ଭବନ ପରିସରରେ ଗୋପବନ୍ଧୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ।

- Advertisement -

ଏହି ସମସ୍ତ କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ଯଜେ୍ଞଶ୍ୱର ବାବୁ, ହଳଧର ସେଠୀ, ଦୀପକ କୁମାର ମହାପାତ୍ର, ଚିନ୍ମୟ ସୁନ୍ଦର ଦାସ, ଜ୍ୟୋତିଷ ସାହୁ, ଲିଙ୍ଗରାଜ ସାହୁ, ଯମ୍ବେଶ୍ୱର ମଲ୍ଲିକ, ବାଙ୍ଗେଲା ମଲ୍ଲିଆ, ପ୍ରମୁଖ ଅଂଶଗ୍ରହଣ କରିଥିଲେ ।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories