www.samajalive.in
Saturday, December 6, 2025
15.1 C
Bhubaneswar

ଇମ୍ଫାଲରୁ ଆରମ୍ଭ ହେବ କଂଗ୍ରେସର ଭାରତ ଯୋଡ ନ୍ୟାୟ ଯାତ୍ରା

ନୂଆଦିଲ୍ଲୀ: ଭାରତ ଯୋଡ ନ୍ୟାୟ ଯାତ୍ରାକୁ ମଣିପୁର ସରକାରଙ୍କ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ଫଳରେ ମଣିପୁରରୁ ଆରମ୍ଭ ହେବାକୁ ଯାଉଛି କଂଗ୍ରେସର ଏହି ଯାତ୍ରା। ଏହାର ଶୁଭାରମ୍ଭ ଇମ୍ଫାଲ ଠାରେ କରାଯିବ ବୋଲିସ ସୂଚନା ମିଳିଛି । ଏନେଇ ବୁଧବାର ଦଳ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇଛି। ହେଲେ ମଣିପୁର ସରକାର ଇମ୍ଫାଲ ଗ୍ରାଉଣ୍ଡରୁ ନ୍ୟାୟ ଯାତ୍ରା ଆରମ୍ଭ କରିବାକୁ ଅନୁମତି ଦେଇନାହାଁନ୍ତି। କଂଗ୍ରେସ ଏଥିପାଇଁ ସରକାରଙ୍କୁ ଟାର୍ଗେଟ କରିଛି। ଯେକୌଣସି ପରିସ୍ଥିତିରେ ଇମ୍ଫାଲ ଗ୍ରାଉଣ୍ଡରୁ ନ୍ୟାୟ ଯାତ୍ରା ଆରମ୍ଭ କରାଯିବ ବୋଲି ଦଳ କହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories