www.samajalive.in
Thursday, December 11, 2025
13.1 C
Bhubaneswar

ଗୁଣପୁର ବିଧାନସଭା ନିର୍ବାଚନ ମଣ୍ଡଳୀ, କଂଗ୍ରେସ ପ୍ରାର୍ଥୀ ସତ୍ୟଜିତ ଗମାଙ୍ଗ ବିଜୟୀ

ପଦ୍ମପୁର : ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ସତ୍ୟଜିତ ଗମାଙ୍ଗ ବିଧାୟକ ଭାବେ ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ଵନ୍ଦୀ ବିଜୁଜନତା ଦଳର ରଘୁନାଥ ଗମାଙ୍ଗଙ୍କୁ ୨୯୮୮୫ ଭୋଟ ବ୍ୟବଧାନରେ ହରାଇଛନ୍ତି। କଂଗ୍ରେସ ପ୍ରାର୍ଥୀ ସତ୍ୟଜିତ ଗମାଙ୍ଗ ୭୭୬୩୭ ଭୋଟ ପାଇଥିବା ବେଳେ ବିଜେଡିର ରଘୁନାଥ ଗମାଙ୍ଗ ୪୭୭୫୨ ଖଣ୍ଡ ଭୋଟ ପାଇ ଦ୍ବିତୀୟ ସ୍ଥାନରେ ରହିଛନ୍ତି। ସେହିପରି ବିଜେପି ପ୍ରାର୍ଥୀ ତ୍ରିନାଥ ଗମାଙ୍ଗ ୨୧୮୦୮ଭୋଟ ପାଇଥିବା ଜଣାପଡ଼ିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories