ଡେସ୍କ: କଂଗ୍ରେସ କେନ୍ଦ୍ରୀୟ ନିର୍ବାଚନ କମିଟିର ଏକ ବୈଠକ ଆଜି ନୂଆଦିଲ୍ଲୀସ୍ଥିତ ଦଳୀୟ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। ଏହି ବୈଠକରେ ପଞ୍ଜାବର ବରିଷ୍ଠ ଦଳୀୟ ନେତାମାନେ ମଧ୍ୟ ଯୋଗ ଦେଇଥିଲେ।
Popular Categories



