କଂଗ୍ରେସ କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ, ପ୍ରାର୍ଥୀ ଚୟନ ହେବ ଚୂଡାନ୍ତ

ଡେସ୍କ: ଅବଶିଷ୍ଟ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଚୟନ ନେଇ ଆଜି ସନ୍ଧ୍ୟାରେ ଦିଲ୍ଲୀସ୍ଥିତ ଦଳୀୟ ମୁଖ୍ୟାଳୟରେ କଂଗ୍ରେସ କେନ୍ଦ୍ରୀୟ ନିର୍ବାଚନ କମିଟି (ସିଇସି) ବୈଠକ ବସିବ। ଏଥିରେ ଦଳର ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ଅଧ୍ୟକ୍ଷତା କରିବେ। ଏହି ବୈଠକରେ କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧି, ଦଳର ସାଧାରଣ ସମ୍ପାଦକ କେସି ବେଣୁଗୋପାଳ ଏବଂ ଦଳର ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ରହିବେ।

ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୬୦.୯୬% ମତଦାନ

Comments are closed.