mission shakti banner

ଆଜି କଂଗ୍ରେସ କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ

nua o banner

ଡେସ୍କ: ଆସନ୍ତା ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ ନେଇ ଆଜି ସନ୍ଧ୍ୟାରେ ଦିଲ୍ଲୀସ୍ଥିତ କଂଗ୍ରେସ ମୁଖ୍ୟାଳୟରେ କଂଗ୍ରେସ କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସିବ। ଏଥିରେ ଦଳର ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ଅଧ୍ୟକ୍ଷତା କରିବେ। ଏହି ବୈଠକରେ କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧି, ଦଳର ସାଧାରଣ ସମ୍ପାଦକ କେସି ବେଣୁଗୋପାଳ ଏବଂ ଦଳର ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ରହିବେ।

Comments are closed.