www.samajalive.in
Saturday, December 6, 2025
14.1 C
Bhubaneswar

ଆଜି କଂଗ୍ରେସ କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ

ଡେସ୍କ: ଆସନ୍ତା ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ ନେଇ ଆଜି ସନ୍ଧ୍ୟାରେ ଦିଲ୍ଲୀସ୍ଥିତ କଂଗ୍ରେସ ମୁଖ୍ୟାଳୟରେ କଂଗ୍ରେସ କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସିବ। ଏଥିରେ ଦଳର ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ଅଧ୍ୟକ୍ଷତା କରିବେ। ଏହି ବୈଠକରେ କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧି, ଦଳର ସାଧାରଣ ସମ୍ପାଦକ କେସି ବେଣୁଗୋପାଳ ଏବଂ ଦଳର ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ରହିବେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories