www.samajalive.in
Saturday, December 6, 2025
16.1 C
Bhubaneswar

‘ମୋଦି ପରିବାର’ ଓ ‘ମୋଦି କି ଗ୍ୟାରେଣ୍ଟି’ ବିଜ୍ଞାପନ ବିରୋଧରେ ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହେଲା କଂଗ୍ରେସ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିର୍ବାଚନ ପ୍ରଚାର ପାଇଁ ରାଜ୍ୟ ସମ୍ବଳର ଅପବ୍ୟବହାର ଅଭିଯୋଗ କରି କଂଗ୍ରେସ ଗୁରୁବାର ‘ମୋଦୀ ପରିବାର’ ଏବଂ ‘ମୋଦୀ କି ଗ୍ୟାରେଣ୍ଟି’ ବିଜ୍ଞାପନ ବିରୋଧରେ ନିର୍ବାଚନ କମିସନଙ୍କ ନିକଟରେ ଅଭିଯୋଗ କରିଛି ଏବଂ ଏହା ପଛରେ ଥିବା ଲୋକଙ୍କୁ ତୁରନ୍ତ ହଟାଇ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି।

ନିର୍ବାଚନ କମିଶନଙ୍କୁ ନିର୍ବାଚନୀ ବଣ୍ଡର ସମସ୍ତ ତଥ୍ୟ ପ୍ରଦାନ କଲା ଷ୍ଟେଟ ବ୍ୟାଙ୍କ

- Advertisement -

ମୁକୁଲ ବାସନିକ, ସଲମାନ ଖୁର୍ସିଦ ଓ ସୁପ୍ରିୟା ଶ୍ରୀନେତଙ୍କୁ ନେଇ ଗଠିତ କଂଗ୍ରେସ ନେତାଙ୍କ ଏକ ପ୍ରତିନିଧି ଦଳ ନିର୍ବାଚନ କମିଶନଙ୍କୁ ଭେଟି ଲୋକସଭା ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ନେଇ ଏକାଧିକ ଅଭିଯୋଗ ପ୍ରଦାନ କରିବା ସହ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି।

କେଜ୍ରିଓ୍ଵାଲଙ୍କୁ ଗିରଫ କରିବାକୁ ଚେଷ୍ଟା କରୁଛି ବିଜେପି: ଆତିଶୀ

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories