www.samajalive.in
Monday, December 8, 2025
27.1 C
Bhubaneswar

୨୦ ଟି ବିଧାନସଭା ଆସନ ପାଇଁ କଂଗ୍ରେସର ପ୍ରାର୍ଥୀ ଘୋଷଣା

ଭୁବନେଶ୍ବର : କଂଗ୍ରେସ ଶୁକ୍ରବାର ଦିନ ୭ଟି ଲୋକସଭା ଓ ୨୦ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଧାନସଭା ଆସନ ପାଇଁ କଂଗ୍ରେସ ବାରିପଦାରୁ ଦଶରଥ ସିଂହ, ଭୋଗରାଇରୁ ସତ୍ୟଶିବ ଦାସ, ବସ୍ତାରୁ ବିଜନ ନାୟକ, ରେମୁଣାରୁ ପ୍ରତାପ ସେଠୀ, ବାସୁଦେବପୁରରୁ ଅଶୋକ କୁମାର ଦାସ, ଧାମନଗରରୁ ବିଦ୍ୟାଧର ଜେନା, ବିଞ୍ଝାରପୁରରୁ ମନୋରଞ୍ଜନ ଦାସ, ବରୀରୁ ଉମେଶ ଜେନା, ସୁକିନ୍ଦାରୁ ଶରତ ରାଉତ, ପର୍ଜଙ୍ଗରୁ ଯଶସ୍ବିନୀ ରାଉତ, ନିଆଳିରୁ ମମତା ଭୋଇ, ମାହାଙ୍ଗାରୁ ଦେବେନ୍ଦ୍ର କୁମାର ସାହୁଙ୍କ ନାମ ଘୋଷଣା କରିଛି।

ଏହାସହ ପାଟକୁରାରୁ ଜୟନ୍ତ ମହାନ୍ତି, ତିର୍ତ୍ତୋଳରୁ ବିଭୁ ପ୍ରସାଦ ତରାଇ, ପୁରୀରୁ ଅରୋ ପ୍ରସାଦ ମିଶ୍ର, ନୟାଗଡରୁ ମନୋଜ କୁମାର ସାହୁ, ତେଲକୋଇରୁ ମୋହନ ହେମ୍ବ୍ରମ, ପାଟଣାରୁ ଗୋପେଶ୍ବର ନାଏକ, ଯଶୀପୁରରୁ ମହେନ୍ଦ୍ର ନାଏକ ଏବଂ ଉଦଳାରୁ ବେଣୁଧର ମହାପାତ୍ରଙ୍କୁ କଂଗ୍ରେସ ପ୍ରାର୍ଥୀ କରିଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories