www.samajalive.in
Monday, December 15, 2025
16.1 C
Bhubaneswar

ଘାସିରାମ ମାଝୀ କଂଗ୍ରେସ ପ୍ରାର୍ଥୀ

ସମାଜ ଡିଜିଟାଲ ଡେସ୍କ: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ପୂର୍ବ ନିଷ୍ପତ୍ତି ଅନୁସାରେ ଦଳ ମଙ୍ଗଳବାର ପ୍ରାର୍ଥୀ ଘୋଷଣା କରିଛି। କଂଗ୍ରେସ ନେତା ଘାସିରାମ ମାଝୀଙ୍କୁ ନୂଆପଡ଼ା ଉପନିର୍ବାଚନ ପାଇଁ ବିଧାୟକ ପ୍ରାର୍ଥୀ କରାଯାଇଛି। ରାଜ୍ୟ କଂଗ୍ରେସ ପକ୍ଷରୁ ପଠାଯାଇଥିବା ଘାସିରାମଙ୍କ ନାମକୁ କଂଗ୍ରେସର ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖଡଗେ ଅନୁମୋଦନ କରିଛନ୍ତି।

ସୂଚନାଯୋଗ୍ୟ, ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ଅନୁଷ୍ଠିତ ହେବ। ଏଠାରେ ଥିବା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ଉକ୍ତ ଆସନ ଫାଙ୍କା ପଡ଼ିଥିଲା।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories