www.samajalive.in
Saturday, December 6, 2025
16.1 C
Bhubaneswar

ଗଣତନ୍ତ୍ର ବଞ୍ଚାଅ, ସମ୍ବିଧାନ ବଞ୍ଚାଅ; ଇଡ଼ି ଅଫିସ ଆଗରେ କଂଗ୍ରେସର ଗର୍ଜନ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ର ସରକାରଙ୍କ ବିରୋଧରେ ରାହୁଲ ଗାନ୍ଧୀଙ୍କ ଆହ୍ୱନ କ୍ରମେ ସାରା ଦେଶରେ ଇଡ଼ି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ। ଇଡ଼ି ଓ ସିବିଆଇର କାର୍ଯ୍ୟକୁ ନେଇ ପ୍ରଶ୍ନ ଉଠାଇ ଧାରଣା ଦେବା ପରେ ଭୁବନେଶ୍ୱର ଇଡ଼ି ଅଫିସ ଘେରାଉ କରିଛନ୍ତି କଂଗ୍ରେସ କର୍ମକର୍ତ୍ତା। ଇଡ଼ି ଅଫିସକୁ କଂଗ୍ରେସ କର୍ମୀମାନେ ଧସେଇ ପଶିବାକୁ ଚେଷ୍ଟା କରୁଥିବା ବେଳେ ପୁଲିସ ସେମାନଙ୍କୁ ଅଟକାଇଥିଲା। ବ୍ୟାରିକେଡ ଭାଙ୍ଗି ଧସେଇ ପଶିବା ବେଳେ ପୁଲିସ କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଶହ ଶହ କଂଗ୍ରେସ କର୍ମୀ ଏକାଠି ହୋଇ ଇଡ଼ି କାର୍ଯ୍ୟାଳୟ ଘେରାଉ ବେଳେ ଅନେକ ନେତାଙ୍କୁ ପୁଲିସ ଉଠାଇ ନେଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories