ସମ୍ବିଧାନର ସୁରକ୍ଷା ପାଇଁ ଲଢ଼େଇ କରୁଛି କଂଗ୍ରେସ-ମଲ୍ଲିକାର୍ଜୁନ ଖଡଗେ
ଭୁବନେଶ୍ୱର: ଅସୀମ ପ୍ରାକୃତିକ ସମ୍ପଦ, ଜଳ, ଜଙ୍ଗଲ, ଜମି ଓ ଖଣି ଖାଦାନରେ ଭରା ଓଡ଼ିଶା। ମାନବ ସମ୍ବଳ ମଧ୍ୟ ଏଠାରେ କିଛି କମ୍ ନୁହେଁ। ଏଠାକାର ଖଣି ଖାଦାନରୁ ସାମଗ୍ରୀ ନେଇ ଅନ୍ୟ ରାଜ୍ୟରେ ବୃହତ ଶିଳ୍ପ, କାରଖାନା ଗଢ଼ିଉଠିଛି। ହେଲେ ମୋଦି ସରକାରଙ୍କ ୧୦ବର୍ଷ ଓ ନବୀନ ବାବୁଙ୍କ ୨୪ବର୍ଷର ଶାସନରେ ରାଜ୍ୟର ଆଶାନୁରୂପ ବିକାଶ ହୋଇପାରିନାହିଁ। ଏଠାରେ ବେକାରୀ ସମସ୍ୟା ଉତ୍କଟ ହୋଇଛି। ରାଜ୍ୟର ମୋଟ୍ ୪୧ ପ୍ରତିଶତ ଯୁବବର୍ଗ ବେକାର ହୋଇ … Continue reading ସମ୍ବିଧାନର ସୁରକ୍ଷା ପାଇଁ ଲଢ଼େଇ କରୁଛି କଂଗ୍ରେସ-ମଲ୍ଲିକାର୍ଜୁନ ଖଡଗେ
Copy and paste this URL into your WordPress site to embed
Copy and paste this code into your site to embed