କଂଗ୍ରେସ ନେତା ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ ୬ ବର୍ଷ ପାଇଁ ଦଳରୁ ବହିଷ୍କୃତ

ଡେସ୍କ: କଂଗ୍ରେସ ବରିଷ୍ଠ ନେତା ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମଙ୍କୁ ୬ ବର୍ଷ ପାଇଁ ଦଳରୁ ବହିଷ୍କାର କରାଯାଇଛି। ଦଳୀୟ ଶୃଙ୍ଖଳା ଭଙ୍ଗ ଏବଂ ବାରମ୍ବାର ଦଳ ବିରୋଧୀ ବୟାନକୁ ଦୃଷ୍ଟିରେ ରଖି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ପ୍ରମୋଦ କୃଷ୍ଣମଙ୍କୁ ତୁରନ୍ତ ଦଳରୁ ବହିଷ୍କାର କରିବାକୁ ଉତ୍ତରପ୍ରଦେଶ କଂଗ୍ରେସ କମିଟିର ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ସେ କଂଗ୍ରେସ ଟିକେଟରେ ଲକ୍ଷ୍ନୌରୁ ୨୦୧୯ ଲୋକସଭା ନିର୍ବାଚନ ଲଢ଼ି ପରାଜିତ ହୋଇଥିଲେ। ସମ୍ବଲପୁରରେ ଫାଇଭ୍-ଟି ଅଧ୍ୟକ୍ଷ : ମା’ ସମଲେଇଙ୍କ … Continue reading କଂଗ୍ରେସ ନେତା ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ ୬ ବର୍ଷ ପାଇଁ ଦଳରୁ ବହିଷ୍କୃତ